Odisha Assembly: ଆଜି ବି ଅଚଳ ବିଧାନସଭା, ଗୃହରେ ଘଣ୍ଟ-ପେଁକାଳୀ ବଜାଇଲେ କଂଗ୍ରେସ ବିଧାୟକ

ବିଧାନସଭାରେ ବାଜିଲା ଘଣ୍ଟ, ପେଁକାଳୀ । କଳା ପୋଷାକରେ ଗୃହ ଭିତରେ ଘଣ୍ଟ ବାଡ଼େଇଲେ କଂଗ୍ରେସ ସଦସ୍ୟ । ନାରୀ ସୁରକ୍ଷା ପ୍ରସଙ୍ଗରେ ଗୃହରେ ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କଲେ । ଶେଷରେ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି ।

Odisha Assembly: ଆଜି ବି ଅଚଳ ବିଧାନସଭା, ଗୃହରେ ଘଣ୍ଟ-ପେଁକାଳୀ ବଜାଇଲେ କଂଗ୍ରେସ ବିଧାୟକ
Array