Odisha Assembly: ବିଧାନସଭା ଆଗରେ କଂଗ୍ରେସର ହାଇଡ୍ରାମା, ବରିଷ୍ଠ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ଯୁକ୍ତିତର୍କ

କଂଗ୍ରେସର ଏହି ୫ ବରିଷ୍ଠ ନେତା ବିଧାନସଭା ଭିତରକୁ ଯିବାକୁ ଚେଷ୍ଟା କରିଥିଲେ । କିନ୍ତୁ ପୋଲିସ୍‌ ସେମାନଙ୍କୁ ଅଟକାଇଥିଲେ। ବିଧାନସଭାକୁ ପ୍ରବେଶ ଉଦ୍ୟମ ବେଳେ କଂଗ୍ରେସ ନେତା ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଠେଲାପେଲା ମଧ୍ୟ ହୋଇଥିଲା ।

Odisha Assembly: ବିଧାନସଭା ଆଗରେ କଂଗ୍ରେସର ହାଇଡ୍ରାମା, ବରିଷ୍ଠ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ଯୁକ୍ତିତର୍କ
Array