Odisha Assembly: ବିଧାନସଭା ଭିତରେ ଓ ବାହାରେ ଗଙ୍ଗାଜଳ ଛିଞ୍ଚି ବିଜେଡିର ପ୍ରତିବାଦ, ବିଜେପି କହିଲା...

ବିଧାନସଭା ଅପବିତ୍ର ନୁହେଁ, ସେମାନେ ଅପବିତ୍ର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢୀ । ଆମେ ମହାକୁମ୍ଭରୁ ପବିତ୍ର ଜଳ ଆଣିଛୁ ।

Odisha Assembly: ବିଧାନସଭା ଭିତରେ ଓ ବାହାରେ ଗଙ୍ଗାଜଳ ଛିଞ୍ଚି ବିଜେଡିର ପ୍ରତିବାଦ, ବିଜେପି କହିଲା...
Array