Odisha Assembly: ବିଧାନସଭାରେ ଯୋଡ଼ିହେଲା କଳଙ୍କିତ ଅଧ୍ୟାୟ, ହାତାହାତି ହେଲେ ସରକାରୀ ଓ ବିରୋଧୀ ବିଧାୟକ

ପ୍ରଥମେ ଉଚ୍ଚବାଚ୍ଚ, ତାପରେ ଧସ୍ତାଧସ୍ତି, ଶେଷରେ ହାତାହାତି । ବିଧାନସଭା ଦେଖିଲା ବିଶୃଙ୍ଖଳାର ଚରମ ଚିତ୍ର । ରାଜ୍ୟ ଦେଖିଲା ଗଣତନ୍ତ୍ରର ମନ୍ଦିରରେ ଆମ ବିଧାୟକଙ୍କ କାଣ୍ଡ କାରନାମା ।

Odisha Assembly: ବିଧାନସଭାରେ ଯୋଡ଼ିହେଲା କଳଙ୍କିତ ଅଧ୍ୟାୟ, ହାତାହାତି ହେଲେ ସରକାରୀ ଓ ବିରୋଧୀ ବିଧାୟକ
Array