Odisha Bandh: ଆନ୍ଦୋଳନକାରୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ଆଇନକୁ ହାତକୁ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ: CP

ଭୁବନେଶ୍ବର ରେଳ ଷ୍ଟେସନରେ ଓଡିଶା ବନ୍ଦ ପାଳନ ବେଳେ ଆନ୍ଦୋଳନକାରୀ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଛକ, ବଜାର, ସରକାରୀ କାର୍ଯ୍ୟାଳୟରେ ପୋଲିସ ମୁତୟନ ହୋଇଛନ୍ତି ।

Odisha Bandh: ଆନ୍ଦୋଳନକାରୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ଆଇନକୁ ହାତକୁ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ: CP
Array