Odisha CM criticizes Congress: କଂଗ୍ରେସକୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍‌; ପ୍ରଶ୍ନକାଳରେ ଭାଗ ନନେବା ମାନେ କଣ ? 

ମିଛ କହିବାର ଗୋଟେ ସୀମା ଅଛି। ଗୃହକୁ ବନ୍ଦ କରିବା, ପ୍ରଶ୍ନକାଳରେ ଭାଗ ନନେବା ମାନେ କଣ ? ଏହା କି ପରମ୍ପରା ? ଏତେ ସମୟ ଧରି ଗୃହକୁ ଅଚଳ କରିବା ଅଧିକାର କିଏ ଦେଲା ? ଏମାନଙ୍କୁ ଓଡିଶାବାସୀ କ୍ଷମା ଦେବେ ତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

Odisha CM criticizes Congress: କଂଗ୍ରେସକୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍‌; ପ୍ରଶ୍ନକାଳରେ ଭାଗ ନନେବା ମାନେ କଣ ? 
Array