Odisha CM Extends Application Deadline: ଅଦିନିଆ ବର୍ଷା, ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇଲେ ରାଜ୍ୟ ସରକାର

ଆଜିଠାରୁ ଦୁଇଦିନିଆ ଗସ୍ତରେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯିବେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସେ ଗଞ୍ଜାମ ଚାଷୀଙ୍କୁ ଭେଟିବେ ।

Odisha CM Extends Application Deadline: ଅଦିନିଆ ବର୍ଷା, ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇଲେ ରାଜ୍ୟ ସରକାର
Array