Odisha Congress: ନୂଆବର୍ଷରେ ନୂଆ ପିସିସି ସଭାପତି; ବରିଷ୍ଠ ନା ଯୁବ ଚେହେରା, କିଏ ସମ୍ଭାଳିବେ ରାଜ୍ୟ କଂଗ୍ରେସର ମଙ୍ଗ ?
ବର୍ଷ ଆରମ୍ଭରୁ ନୂଆ ମଙ୍ଗୁଆଳଙ୍କୁ ଧରି ମଇଦାନକୁ ଓହ୍ଲାଇବ ଓଡ଼ିଶା କଂଗ୍ରେସ ହେଲେ ଲବି ନୁହେଁ- ବରଂ କୋରାପୁଟରୁ ପୁରୀ ଯାଏଁ ଯେଉଁ ନେତାଙ୍କୁ ଲୋକ ଭଲ ପାଉଥିବେ ତାଙ୍କୁ ହିଁ ଏଆଇସିସି ମୁଖିଆ ଦାୟିତ୍ବ ଦେବ ବୋଲି ଦୃଢତାର ସହ କହିଛନ୍ତି ଦଳର ବରିଷ୍ଠ ନେତା ମହମ୍ମଦ ମୋକିମ୍।