Odisha Driver Mahasangha: ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ; ୭ ଦଫା ଦାବି ନେଇ ଆନ୍ଦୋଳନ ଡାକରା…

ଲିସକୁ ଗାଡ଼ି ଚେକିଂ କ୍ଷମତା ପ୍ରଦାନ ପ୍ରକ୍ରିୟାକୁ ବିରୋଧ, ସେପ୍ଟେମ୍ବର ୧ ତାରିଖକୁ ଡ୍ରାଇଭର ଦିବସ ଭାବେ ପାଳନ, ଗାଡ଼ି ପାର୍କିଂ ସ୍ଥାନରେ ବିଶ୍ରାମାଗାର ଓ ଶୌଚାଳୟ ନିର୍ମାଣ, ଡ୍ରାଇଭର ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରଙ୍କୁ ସାମିଲ ଆଦି ଦାବି ନେଇ ଆଜିଠୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଏ ଆନ୍ଦୋଳନ ଚାଲିବ।

Odisha Driver Mahasangha: ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ; ୭ ଦଫା ଦାବି ନେଇ ଆନ୍ଦୋଳନ ଡାକରା…
Array