Odisha Fishing Ban: ଲାଗୁହେଲା କଟକଣା; ଆଜିଠୁ ସମୁଦ୍ରରେ ମାଛଧରା ନିଷେଧ

କେବଳ ସାଢେ ୮ ମିଟର ଲମ୍ବ ପାରମ୍ପରିକ ଡଙ୍ଗାକୁ ଏହି କଟକଣାରୁ ବାଦ ଦିଆଯାଇଛି। ଓଡ଼ିଶା ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗଞ୍ଜାମ, କୁଜଙ୍ଗ, ବାଲେଶ୍ୱର ଓ ପୁରୀ ମତ୍ସ୍ୟ ଅଧିକାରୀଙ୍କୁ ଏନେଇ ଚିଠି କରାଯାଇଛି। ଓଡ଼ିଶା ମେରାଇନ୍ ଫିସିଂ ରେଗୁଲେସନ୍ ଆକ୍ଟ ବା ଓମ୍ଫ୍ରାର କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Odisha Fishing Ban: ଲାଗୁହେଲା କଟକଣା; ଆଜିଠୁ ସମୁଦ୍ରରେ ମାଛଧରା ନିଷେଧ
Array