Odisha Government Jobs Update: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି, ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ
ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଖୁବ ଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଛି।