Odisha Heatwave Alert: ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି

ଗତକାଲି ରାଜ୍ୟରେ ୪୩ ଡିଗ୍ରୀ ପାର କରିଥିଲା ପାରଦ। ୪୦ ଡିଗ୍ରୀ ଉପରେ ରହିଥିଲା ୧୧ ସହରର ତାପମାତ୍ରା। ୪୩ ଦଶମିକ ୫ ଡ଼ିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।

Odisha Heatwave Alert: ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି
Array