Odisha High Court: ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି

ସୂଚନା ଅନୁସାରେ ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା ।

Odisha High Court: ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି
Array