Odisha Matric Results: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ଜାଣନ୍ତୁ କେମିତି ଦେଖିବେ ମାର୍କ
ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ । ୱେବସାଇଟ୍ www.bseodisha.ac.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ । ସନ୍ଧ୍ୟା ୬ଟା ପରେ ପରୀକ୍ଷାଫଳ ୱେବ୍ ସାଇଟରେ ଉପଲବ୍ଧ ହେବ ।