Odisha Metro Project: ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏ ଗଡିବ ମେଟ୍ରୋ

ବାତିଲ ହେବନି ମେଟ୍ରୋ ପ୍ରକଳ୍ପ। ବରଂ DPR ବଦଳିବ ଓ ଏୟାରପୋର୍ଟରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏଁ ଦୌଡ଼ିବ ମେଟ୍ରୋ। ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।

Odisha Metro Project: ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏ ଗଡିବ ମେଟ୍ରୋ
Array