Odisha Plus-2 Exam: ବଦଳିବ +2 ପରୀକ୍ଷା ଢାଞ୍ଚା; ନୂଆ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ
ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫର୍ମପୂରଣ ପ୍ରକ୍ରିୟା ଶେଷ ହୋଇଛି। ଫର୍ମ ପୂରଣ ତଥ୍ୟ ଯାଞ୍ଚ ଲାଗି କାଉନସିଲ୍ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।