Odisha Police Recruitment 2024: ଗ୍ରାଜୁଏସନ୍ କରିଥିଲେ ଓଡ଼ିଶା ପୋଲିସ୍‌ରେ ଚାକିରି; ଦରମା ୧ ଲ‍କ୍ଷରୁ ଅଧିକ

ଏନେଇ ଓଡିଶା ପୋଲିସ୍ ନିଯୁକ୍ତି ବୋର୍ଡ (OPRB) ଏକ ସଂକ୍ଷିପ୍ତ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ୯୦୦ ଅଧିକ ପଦବୀ ପୂରଣ ହେବ। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Odisha Police Recruitment 2024: ଗ୍ରାଜୁଏସନ୍ କରିଥିଲେ ଓଡ଼ିଶା ପୋଲିସ୍‌ରେ ଚାକିରି; ଦରମା ୧ ଲ‍କ୍ଷରୁ ଅଧିକ
Array