Odisha Politics: ନିର୍ବାଚନରେ ମହିଳା ପ୍ରତିନିଧିଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ କାହିଁକି କମୁନି ମହିଳା ବିରୋଧୀ ହିଂସା 

ରାଜ୍ୟରେ ହେଉଥିବା ବିଭିନ୍ନ ନିର୍ବାଚନରେ ମହିଳା ନେତୃତ୍ୱଙ୍କ ଅଂଶଗ୍ରହଣରେ କେବଳ ବୃଦ୍ଧି ଘଟିଛି ତା ନୁହେଁ, ମତଦାନ ସାବ୍ୟସ୍ତ କରୁଥିବା ଭୋଟରଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ମଧ୍ୟ ପୁରୁଷଙ୍କ ତୁଳନାରେ ଅଧିକ । ସେ ଦୃଷ୍ଟିରୁ ମହିଳାମାନେ ରାଜନୀତିରେ ଅଂଶଗ୍ରହଣ କରିବା ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କର ପାରଦର୍ଶିତା ପ୍ରଦର୍ଶନ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବାର ଆବଶ୍ୟକତା ରହିଛି । ମହିଳା ପ୍ରତିନିଧିମାନେ ମହିଳା ହିଂସାକୁ ରୋକିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକ ବହନ କରିପାରିବେ । 

Odisha Politics: ନିର୍ବାଚନରେ ମହିଳା ପ୍ରତିନିଧିଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ କାହିଁକି କମୁନି ମହିଳା ବିରୋଧୀ ହିଂସା 
Array