Odisha Rainfall next 4 days: ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା ! ଏସବୁ ଜିଲ୍ଲାରେ ପ୍ରବଳ ଛେଚିବ
ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ବିଶେଷ ପ୍ରଭାବିତ ହେବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶା । ଝଡ଼ବର୍ଷା ନେଇ ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର ।