Odisha To Become IT Hub: ଓଡ଼ିଶା ହେବ ଦେଶର ପ୍ରମୁଖ ଆଇଟି ହବ୍; ସୃଷ୍ଟି ହେବ ୫୦ ହଜାର ନିଯୁକ୍ତି

ଓଡ଼ିଶା ସଫ୍ଟୱେୟାରର ଚାହିଦା ବଢୁଥିବା ବେଳେ ଆସନ୍ତା ୨ ବର୍ଷରେ ଆଇଟି କ୍ଷେତ୍ରରେ ୫୦ ହଜାର ନିଯୁକ୍ତି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହାସହିତ ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡିଶାକୁ ଆଇଟି ହବ୍ କରିବାକୁ ସରକାରଙ୍କ ଯୋଜନା ରହିଛି।

Odisha To Become IT Hub: ଓଡ଼ିଶା ହେବ ଦେଶର ପ୍ରମୁଖ ଆଇଟି ହବ୍; ସୃଷ୍ଟି ହେବ ୫୦ ହଜାର ନିଯୁକ୍ତି
Array