Odisha Tourism Conclave: ଆସନ୍ତା ୨୫ରେ ଭୁବନେଶ୍ବରରେ ହେବ ଷଷ୍ଠ ଓଡ଼ିଶା ପର୍ଯ୍ୟଟନ କନକ୍ଲେଭ ୨୦୨୫

ଓଡ଼ିଶାରେ ପର୍ଯ୍ୟଟନ ଶିଳ୍ପର ବିକାଶ, ଭିତ୍ତିଭୂମିର ଉନ୍ନତି, ଓଡ଼ିଶାର ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳରେ ହୋଟେଲ ନିର୍ମାଣ ପାଇଁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଜରିଆରେ ଜମି ଯୋଗାଇଦେବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ନେଇ ଆଲୋଚନା ହେବ ।

Odisha Tourism Conclave: ଆସନ୍ତା ୨୫ରେ ଭୁବନେଶ୍ବରରେ ହେବ ଷଷ୍ଠ ଓଡ଼ିଶା ପର୍ଯ୍ୟଟନ କନକ୍ଲେଭ ୨୦୨୫
Array