Odisha Weather Update: ତାତିରୁ ମିଳିବ ଆଶ୍ୱସ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ ହେବ ବର୍ଷା !

ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। 

Odisha Weather Update: ତାତିରୁ ମିଳିବ ଆଶ୍ୱସ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ ହେବ ବର୍ଷା !
Array