Odisha Weather Update: ପ୍ରଚଣ୍ଡ ତାତିରୁ ମିଳିପାରେ ଆଶ୍ୱସ୍ତି; ୪୮ ଘଣ୍ଟାରେ ଲଘୁଚାପ !
ପାଣିପାଗରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି ହୋଇଛି ।