Odisha Weather Update: ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ବସ୍ତି, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୧ ତାରିଖରେ ବର୍ଷା ସମ୍ଭାବନା ରହଛି । ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । 

Odisha Weather Update: ରାଜ୍ୟରେ ବଦଳିଲା ପାଗ; ତାତିରୁ ଆଶ୍ବସ୍ତି, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ
Array