One Nation One Election: ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ଆସିପାରେ ୱାନ୍ ନେସନ୍‌-ୱାନ୍‌ ଇଲେକ୍ସନ ବିଲ୍

ସଂସଦର ଉଭୟ ଗୃହର ଦୁଇ-ତୃତୀୟାଂଶ ବହୁମତ ସହ ଅତିକମରେ ୬ଟି ବିଧେୟକ ପାସ୍ ହେବ । ବିଜେପି ନେତୃତ୍ୱାଧୀନ NDA ପାଖରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ଆବଶ୍ୟକ ସଂଖ୍ୟା ରହିଛି । କିନ୍ତୁ ସାମ୍ବିଧାନିକ ସଂଶୋଧନ ପାଇଁ ଆବଶ୍ୟକ ସଂଖ୍ୟା ଏକ ଚ୍ୟାଲେଞ୍ଜ ସୃଷ୍ଟି କରୁଛି ।

One Nation One Election: ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ଆସିପାରେ ୱାନ୍ ନେସନ୍‌-ୱାନ୍‌ ଇଲେକ୍ସନ ବିଲ୍
Array