Online Gaming: ପିଲା ଆଉ ଖେଳପଡ଼ିଆ ଯାଉନାହାଁନ୍ତି...ଟାଣି ନେଉଛି ଅନ୍‌ଲାଇନ୍ ଗେମ୍

ରୋବଲକ୍ସ ବିଶ୍ୱର ସବୁଠାରୁ ବଡ଼ ଗେମିଂ ପ୍ଲାଟଫର୍ମ ମଧ୍ୟରୁ ଗୋଟିଏ । ଯେଉଁଥିରେ ଦୈନିକ ୮୦ ପ୍ରତିଶତ ସକ୍ରିୟ ୟୁଜର ଅନଲାଇନ ଗେମ ଖେଳନ୍ତି । ଏଥିରେ ୪୦ ପ୍ରତିଶତ ୟୁଜରଙ୍କ ବୟସ ୧୩ ବର୍ଷରୁ କମ । ଏହି ପ୍ଲାଟଫର୍ମରେ ଅନୁଚିତ କଣ୍ଟେଣ୍ଟ, ଗାଳିଗୁଲଜ ହେଉଥିବା ପରି ଅନେକ ଅଭିଯୋଗ ହେଉଛି । ଆଉ ନିଜର ଅଜାଣତରେ କୁନି କୁନି ପିଲାମାନେ ଅଶ୍ଳୀଳ କଣ୍ଟେଣ୍ଟ ଦେଖିବା ଆରମ୍ଭ କରୁଛନ୍ତି । ଦିନକୁ ଦିନ ଏହା ଏକ ଅଭ୍ୟାସରେ ପରିଣତ ହୋଇଯାଉଛି ।

Online Gaming: ପିଲା ଆଉ ଖେଳପଡ଼ିଆ ଯାଉନାହାଁନ୍ତି...ଟାଣି ନେଉଛି ଅନ୍‌ଲାଇନ୍ ଗେମ୍
Array