Opium Hub Similipal: ଅଫିମ ଚାଷର ହବ୍ ପାଲଟିଲାଣି ଶିମିଳିପାଳ, ବାଘ ଖୋଜିଲେ ଗଞ୍ଜେଇ ମିଳୁଛି
ବ୍ୟାଘ୍ର ଅଭୟାରଣ୍ୟ ପାଇଁ ପ୍ରସିଦ୍ଧି ଅର୍ଜନ କରିଥିବା ଏହି ସ୍ଥାନ ବର୍ତ୍ତମାନ ଅଫିମ ଚାଷର ହବ୍ ପାଲଟିଲାଣି। ବାଘ ଦେଖିବାକୁ ଗଲେ ଦେଖିବାକୁ ମିଳୁଛି ଅଫିମ କ୍ଷେତ। ଦୁଇବର୍ଷ ମଧ୍ୟରେ ୩୫ କୋଟିରୁ ଉର୍ଦ୍ଧ ଟଙ୍କାର ଅଫିମ ଚାଷକୁ ନଷ୍ଟ କଲାଣି ବନ ବିଭାଗ।