OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪ ମାର୍କର ପ୍ରଶ୍ନ। ଯାହାକି ପୂର୍ଣ୍ଣସଂଖ୍ୟାଠାରୁ ୬ ମାର୍କ କମ୍‌ ରହିଛି ବୋଲି ପରୀକ୍ଷାର୍ଥୀମାନେ ଅଭିଯୋଗ ଆଣି କ୍ଷୋଭ ପ୍ରକାଶ କରିଛନ୍ତି। The post OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ appeared first on Dharitri Odia News.

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪ ମାର୍କର ପ୍ରଶ୍ନ। ଯାହାକି ପୂର୍ଣ୍ଣସଂଖ୍ୟାଠାରୁ ୬ ମାର୍କ କମ୍‌ ରହିଛି ବୋଲି ପରୀକ୍ଷାର୍ଥୀମାନେ ଅଭିଯୋଗ ଆଣି କ୍ଷୋଭ ପ୍ରକାଶ କରିଛନ୍ତି।

The post OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ appeared first on Dharitri Odia News.