OSRTC CAOଙ୍କ ଘରେ ପଶିଲା ଭିଜିଲାନ୍ସ, ଏକକାଳୀନ ୭ ସ୍ଥାନରେ ଚଢାଉ
ଭୁବନେଶ୍ୱର ୨୩/୦୮: ଭିଜିଲାନ୍ସ ଜାଲରେ OSRTC CAO । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଛି । ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି । ବିଜୟଙ୍କ ଭୁବନେଶ୍ୱରରେ ଥିବା ଅଫିସ ସହ ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବିଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।
ଭୁବନେଶ୍ୱର ୨୩/୦୮: ଭିଜିଲାନ୍ସ ଜାଲରେ OSRTC CAO । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଛି । ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି।
ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି । ବିଜୟଙ୍କ ଭୁବନେଶ୍ୱରରେ ଥିବା ଅଫିସ ସହ ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବିଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।