Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି ଘଟଣାର ଏକ ଭୟାବହ ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି, ଯେଉଁଥିରେ ଆତଙ୍କ ଓ ଭୟଙ୍କର ମାହୋଲ ଦେଖାଯାଇଛି। ଏହି ଆକ୍ରମଣ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସ୍ଥାନୀୟ ପ୍ରଶାସନ ଓ ସୁରକ୍ଷାବଳ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଥିବା ପାହାଲଗାମର […] The post Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ appeared first on Dharitri Odia News.
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି ଘଟଣାର ଏକ ଭୟାବହ ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି, ଯେଉଁଥିରେ ଆତଙ୍କ ଓ ଭୟଙ୍କର ମାହୋଲ ଦେଖାଯାଇଛି। ଏହି ଆକ୍ରମଣ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସ୍ଥାନୀୟ ପ୍ରଶାସନ ଓ ସୁରକ୍ଷାବଳ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
The post Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ appeared first on Dharitri Odia News.