Pahalgam Terrorist Attack: ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ; କହିଲେ, ପରଦା ପଛରେ ଯିଏ ଅଛି ଛଡ଼ାଯିବନି

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆହୁରି କହିଛନ୍ତି, ‘ପହଲଗାମରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଟାର୍ଗେଟ କରି ଆତଙ୍କବାଦୀମାନେ ଏକ କାପୁରୁଷୋଚିତ କାର୍ଯ୍ୟ କରିଛନ୍ତି, ଯେଉଁଥିରେ ଅନେକ ନିର୍ଦ୍ଦୋଷ ଲୋକଙ୍କ ଜୀବନ ଯାଇଛି । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ମୁଁ ସମବେଦନା ପ୍ରକାଶ କରୁଛି ।

Pahalgam Terrorist Attack: ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ; କହିଲେ, ପରଦା ପଛରେ ଯିଏ ଅଛି ଛଡ଼ାଯିବନି
Array