Pana Sankranti 2025: ପଣା ସଂକ୍ରାନ୍ତିରେ କାହିଁକି ପୂଜା ପାଆନ୍ତି ପବନ ସୁତ ହନୁମାନ
ଓଡ଼ିଆ ପରମ୍ପରା ଅନୁଯାୟୀ ପଣା ସଂକ୍ରାନ୍ତି ଠାରୁ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ବେଲ ଆଦି ପଣା ତିଆରି କରି ପିଆଯାଏ। ଆସନ୍ତୁ ଜାଣିବା ଏହା ପଛରେ ଥିବା ବୈଜ୍ଞାନିକ କାରଣ।