Panchang Today 10th April 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୭.୦୪ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୧.୦୧ ଗତେ ୧୪ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୭.୦୪ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର ।