Panchang Today 10th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର।ତିଥି- ୧୧ଶୀ ପ୍ରାତଃ ୦୭.୪୫ ଗତେ ୧୧ଶୀ।ଘାତଚନ୍ଦ୍ର- ନାସ୍ତି।ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ପ୍ରାତଃ ୦୭.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।