Panchang Today 11th December 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।