Panchang Today 14th March 2024: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଗୃହ ଶାନ୍ତି ପୂଜା କରନ୍ତୁ
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ,ତିଥି- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଶୁଭ ସମୟ:
ପ୍ରାତଃ-୦୫.୫୯ ରୁ ୦୭.୩୪
ଦିବା-୧୦.୪୪ ରୁ ୦୧.୦୭
ରାତ୍ରି- ୦୨.୪୪ ରୁ ୦୩.୩୩
ଅଧିକ ପଢ଼ନ୍ତୁ: ଗୃହର ସମ୍ମୁଖରେ ମନ୍ଦିର ଥିଲେ ନାନା ସମସ୍ୟାରେ ଘାଣ୍ଟି ହୋଇଥାଆନ୍ତି ଗୃହବାସୀ, ଜାଣନ୍ତୁ ପ୍ରତିକାର
ଅଶୁଭ ସମୟ:
ରାହୁକାଳ - ଦିବା ୦୧.୨୫ ରୁ ୦୨.୫୪
କାଳବେଳା- ଦିବା ୦୨.୫୪ ରୁ ୦୪.୨୩
ବାରବେଳା- ଦିବା ୦୪.୨୩ ରୁ ୦୫.୫୨
କାଳରାତ୍ରି- ରାତ୍ରି ୧୧.୫୫ ରୁ ୦୧.୨୬