Panchang Today 18th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୪ର୍ଥୀ ରାତ୍ରି ୧୦.୦୯ ଗତେ ୫ମୀ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Panchang Today 18th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array