Panchang Today 21th May 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ତାରିଖ   ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥୀ- ୯ମୀ ରାତ୍ରି ୦୩.୨୨ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର-କର୍କଟ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୫୭ ଗତେ ୧ପାଦ- କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Panchang Today 21th May 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array