Panchang Today 22nd April 2024: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ପୂଜା
ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୪ଶୀ ରାତ୍ରି ୦୩.୨୬ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି
ଶୁଭ ସମୟ:
ପ୍ରାତଃ-୦୫.୨୭ ରୁ ୦୭.୦୧
ଦିବା- ୧୦.୨୯ ରୁ ୦୧.୦୦
ଦିବା-୦୪.୨୮ ରୁ ୦୫.୧୨
ସନ୍ଧ୍ୟା- ୦୬.୪୮ ରୁ ୦୯.୦୫
ରାତ୍ରି- ୧୧.୪୪ ରୁ ୦୨.୨୪
ଅଧିକ ପଢ଼ନ୍ତୁ: ଗୃହର ଏହି ଦିଗକୁ ଜଳ ନିଷ୍କାସିତ ହେଉଛି କି… ଗୃହକୁ ଆସିବ ମହା ସଂକଟ
ଅଶୁଭ ସମୟ:
ରାହୁକାଳ - ପ୍ରାତଃ ୦୭.୦୧ ରୁ ୦୮.୩୬
କାଳବେଳା- ପ୍ରାତଃ ୦୭.୦୧ ରୁ ୦୮.୩୬
ବାରବେଳା- ଦିବା ୦୨.୫୪ ରୁ ୦୪.୨୮
କାଳରାତ୍ରି- ରାତ୍ରି ୧୦.୧୯ ରୁ ୧୧.୪୪