Panchang Today 22th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର। ତିଥି- ୮ମୀ ନିଶାନ୍ତ ୦୫.୨୩ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Panchang Today 22th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array