Panchang Today 24th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରୁ ବାହାରନ୍ତୁ...

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କନ୍ୟା ରାତ୍ରି ୦୧.୫୦ ଗତେ ତୁଳା। ତିଥି-୯ମୀ ରାତ୍ରି ୦୭.୫୨ ଗତେ ୧୦ ମୀ । ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୦୧.୫୦ ପର୍ଯ୍ୟନ୍ତ। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Panchang Today 24th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରୁ ବାହାରନ୍ତୁ...
Array