Panchang Today 24th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର। ଚନ୍ଦ୍ର- ଧନୁ ଦିବା ୧୦.୨୩ ଗତେ ମକର। ତିଥି- ୧୦ମୀ ନିଶାନ୍ତ ୦୫.୦୫ ଗତେ ୧୧ଶୀ।ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୧୦.୨୩ ଗତେ ସିଂହ ରାଶିର। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ପର୍ଯ୍ୟନ୍ତ।

Panchang Today 24th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array