Panchang Today 26th September 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଘରୁ ଶୁଭ ଅନୁକୂଳ କରନ୍ତୁ
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର ।ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୫.୧୨ ଗତେ କର୍କଟ,ତିଥି- ୯ମୀ ଦିବା ୧୨.୨୫ ଗତେ ୧୦ମୀ,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୨ ପର୍ଯ୍ୟନ୍ତ ,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ
ଶୁଭସମୟ:
ପ୍ରାତଃ- ୦୫.୩୯ ରୁ ୦୭.୧୫
ସନ୍ଧ୍ୟା- ୦୬.୨୩ ରୁ ୦୯.୩୭
ରାତ୍ରି- ୦୧.୦୮ ରୁ ୦୩.୧୫
ରାତ୍ରି- ୦୪.୦୩ ରୁ ୦୫.୪୦
ଅଧିକ ପଢ଼ନ୍ତୁ: Vastu Tips: ବାସ୍ତୁର କେତେକ ସାଧାରଣ ନିୟମ; ନ ମାନିଲେ ଆସେ ବଡ ବିପଦ
ଅଶୁଭସମୟ:
ରାହୁକାଳ- ଦିବା ୦୧.୦୭ ରୁ ୦୨.୩୬
କାଳବେଳା- ଦିବା ୦୨.୩୬ ରୁ ୦୪.୦୬
ବାରବେଳା- ଦିବା ୦୪.୦୬ ରୁ ୦୫.୩୫
କାଳରାତ୍ରି- ରାତ୍ରି ୧୧.୩୭ ରୁ ୦୧.୦୮