Panchang Today 28th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରୁ ବାହାରନ୍ତୁ...

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି-୧୩ଶୀ ରାତ୍ରି ୦୩.୩୨ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Panchang Today 28th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରୁ ବାହାରନ୍ତୁ...
Array