Panchang Today 29th May 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ । ଇଂରାଜୀରେ ୨୯ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥୀ- ୩ୟା ରାତ୍ରି ୧୧.୧୮ ଗତେ ୪ର୍ଥୀ।ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର-ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ-ରାତ୍ରି ୧୦.୪୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।