Panchang Today 4th April 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ମୀନ ମାସ ଚୈତ୍ର ଶୁକ୍ଲପକ୍ଷ। ଇଂରାଜୀରେ ୦୪ ତାରିଖ ଶୁକ୍ରବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୭ମୀ ରାତ୍ରି ୦୮.୧୩ ଗତେ ୮ମୀ।ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୮.୧୩ ପର୍ଯ୍ୟନ୍ତ।