Panchang Today 5th June 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ବୃଷ ମାସ  ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୫ ତାରିଖ ଗୁରୁବାର। ଚନ୍ଦ୍ର- କନ୍ୟା ଅହୋରାତ। ତିଥି- ୧୦ମୀ ରାତ୍ରି ୦୨.୧୬ ଗତେ ୧୧ଶୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳ ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Panchang Today 5th June 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array