Panchang Today 6th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୭ମୀ ଦିବା ୧୦.୫୧ ଗତେ ୮ମୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର।ପୁଷ୍କର ଦୋଷ- ୧ ପାଦ।

Panchang Today 6th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ
Array