Panchang Today 9th May 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର । ଚନ୍ଦ୍ର-କନ୍ୟା ଅହୋରାତ୍ର । ତିଥି-୧୨ଶୀ  ଦିବା ୦୨.୫୬ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ–ନାସ୍ତି ।

Panchang Today 9th May 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
Array