Pandian destroyed BJD: ପାଣ୍ଡିଆନଙ୍କ ବିରୋଧରେ ତେଜୁଛି ଅସନ୍ତୋଷ, ଦଳ ପାଇଁ ବୋଝ କହିଲେ ପ୍ରଭାତ

୨୪ ବର୍ଷ ଧରି ଶାସନ କ୍ଷମତାରେ ରହିଥିବା ବିଜେଡିରେ ଫାଟ ଜଳଜଳ ହୋଇ ପଦାରେ ପଡିଲାଣି। ଜଣଙ୍କ ପରେ ଜଣେ ନେତା ସାମ୍ନାକୁ ଆସି ଭିକେ ପାଣ୍ଡିଆନଙ୍କୁ ବିରୋଧ କରିବା ଆରମ୍ଭ କଲେଣି। ପ୍ରଥମରୁ କିଛି ନେତା ନାମ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଥିଲେ। ତେବେ ରବିବାର ଖୋଲାଖୋଲି ପାଣ୍ଡିଆନଙ୍କୁ ନିଶାନା ବନାଇଛନ୍ତି ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀ।

Pandian destroyed BJD: ପାଣ୍ଡିଆନଙ୍କ ବିରୋଧରେ ତେଜୁଛି ଅସନ୍ତୋଷ, ଦଳ ପାଇଁ ବୋଝ କହିଲେ ପ୍ରଭାତ
Array